ଚୈତନ୍ୟ ଗୌଡୀୟ ମଠରେ ରାଷ୍ଟ୍ରପତି

ପୁରୀ, ୨୦/୦୨: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୌଡୀୟ ମିଶନ ପ୍ରତିଷ୍ଠାତା ଶ୍ରୀଳ ଭକ୍ତିସିଦ୍ଧାନ୍ତ ଗୋସ୍ବାମୀ ପ୍ରଭୁପାଦଙ୍କ ଆଜି ୧୫୦ତମ ଜୟନ୍ତୀ ଉତ୍ସବରେ ଯୋଗ ଦେଇଛନ୍ତି। ପୁରୀ ସ୍ଥିତ ଚୈତନ୍ୟ ଗୌଡୀୟ ମଠକୁ ଯାଇ ଶ୍ରୀଳ ଭକ୍ତି ସିଦ୍ଧାନ୍ତଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମଲ୍ୟ ଅର୍ପଣ କରିବା ପରେ ରାଷ୍ଟ୍ରପତି ଶରଧାବାଲି ଠାରେ ଅନୁଷ୍ଠିତ ବିଶ୍ବ ବୈଷ୍ଣବ ସମ୍ମିଳନୀରେ ଉଦବୋଧନ ଦେଇ କହିଛନ୍ତି ଯେ ପୁରୀ ଶ୍ରୀଜଗନ୍ନାଥଙ୍କ କୃପାରୁ ସେ ବାରମ୍ବାର ତାଙ୍କ ଦର୍ଶନ ଲାଭ କରିବାର ଦୁର୍ମୁଲ୍ୟ ସୌଭାଗ୍ୟ ଅର୍ଜନ କରିଛନ୍ତି । freeslots dinogame telegram营销

-Advertisement-
WhatsApp Image 2022 02 20 at 12.17.16
-Advertisement-