
ଭୁବନେଶ୍ବର, ୨୬।୩ ରାଜ୍ୟରେ ପୌର ପରିଷଦ ସହ ୩ ମହାନଗର ନିଗମର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଭୁବନେଶ୍ବର ମହାନଗର ନିଗମ ମେୟର ଭାବେ ବିଜେଡି ପ୍ରାର୍ଥୀ ସୁଲୋଚନା ଦାସ ବିଜୟୀ ହୋଇଛନ୍ତି। ଏଥିସହ ଭୁବନେଶ୍ବର ମହାନଗର ନିଗମର ପ୍ରଥମ ମହିଳା ମେୟର ହୋଇଛନ୍ତି ସୁଲୋଚନା ଦାସ। ସେ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ ଠାରୁ ୬୧ ହଜାର ୮୭ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି। ସୁଲୋଚନାଙ୍କୁ ୧ ଲକ୍ଷ ୭୪ ହଜାର ୪୮୭ ଖଣ୍ଡ ଭୋଟ ମିଳିଛି। ସେହିପରି ବିଜେପିର ମେୟର ପ୍ରାର୍ଥୀ ସୁନୀତି ମୁଣ୍ଡଙ୍କୁ ୧ ଲକ୍ଷ ୧୩ ହଜାର ୪୦୦ ଭୋଟ ମିଳିଛି। କଂଗ୍ରେସର ମେୟର ପ୍ରାର୍ଥୀ ମଧୁସ୍ମିତା ଆଚାର୍ଯ୍ୟଙ୍କୁ ୧୧ ହଜାର ୬ ଖଣ୍ଡ ଭୋଟ ମିଳିଛି। freeslots dinogame telegram营销
-Advertisement-
-Advertisement-