
ଗଞ୍ଜାମ,୧୬/୩:ରାସ୍ତାକଡ଼ରୁ ଯୁବତୀଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର। ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ବଡ଼ଘାଟି ନିକଟ ରାସ୍ତାକଡ଼ରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବତୀଙ୍କୁ କେହି ପଥରରେ ଛେଚି ହତ୍ୟା କରିଥିବା ସନ୍ଦେହ କରାଯାଉଛିଘଟଣାସ୍ଥଳରେ ଅତିରିକ୍ତ ଏସ୍ପି, ଛତ୍ରପୁର ଏସ୍ଡିପିଓ ପହଞ୍ଚି ତଦନ୍ତ ଚଳାଇଛନ୍ତି। ଥାନା ଠାରୁ ମାତ୍ର ଅଳ୍ପ ଦୂରରେ ଏହି ଘଟଣା ଘଟିଛି। ମୃତ ଯୁବତୀଙ୍କ ପରିଚୟ ମିଳିନଥିବା ବେଳେ କିଏ ଓ କାହିଁକି ଏହି ହତ୍ୟାକାଣ୍ଡ ଘଟାଇଛି ତାହାର କାରଣ ସ୍ପଷ୍ଟ ହୋଇନାହିଁ। freeslots dinogame telegram营销
-Advertisement-
-Advertisement-